୭ ଅଗଷ୍ଟ, ଶୁକ୍ରବାର: ଅଧିକ ପରିଶ୍ରମ କରିବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 6, 2020

୭ ଅଗଷ୍ଟ, ଶୁକ୍ରବାର: ଅଧିକ ପରିଶ୍ରମ କରିବେ

ମେଷ: ସାମାଜିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ମାନସିକ ଶାନ୍ତି ଅନୁଭବ କରିବେ।

ବୃଷ: ବନ୍ଧୁଙ୍କ ସହଯୋଗ ମିଳିବ। ଅଟକି ରହିଥିବା କର୍ଯ୍ୟ ସଂପୂର୍ଣ୍ଣ କରିବେ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ମିଥୁନ: ଅଧିକ ପରିଶ୍ରମ କରିବେ। ଅପରାହ୍ଣ ପରେ ଅଳସୁଆ ଅନୁଭବ କରିବେ। ଗୁରୁଜନଙ୍କୁ ପ୍ରଣାମ କରନ୍ତୁ।

କର୍କଟ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଋଣ ଦିଅନ୍ତୁ ନାହିଁ।  ପରିବାରରେ ହସ ଓ ଖୁସିର ପରିବେଶ ରହିବ।

ସିଂହ: ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା: ସାମ୍ବାଦିକମାନେ ପ୍ରଶଂସିତ ହେବେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ମାଆ ଲକ୍ଷ୍ମୀଙ୍କୁ ପୂଜା କରନ୍ତୁ।

ତୁଳା: ସାମାଜିକ ପ୍ରତିଷ୍ଠା ଲାଭ  କରିବେ। ମିଠା କଥା କହି ଲୋକଙ୍କ ମନ ଜିତିବେ।  ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ବିଛା: କଳା ଓ ସାହିତ୍ୟ କ୍ଷେତ୍ରରେ ରୁଚି ବଢ଼ିବ। ପାରିବାରିକ ସମସ୍ୟା ସାମାଧାନ କରି ପ୍ରଶଂସିତ  ହେବେ। କୌଣସ ନୂତନ  କାର୍ଯ୍ୟ ଆରମ୍ଭ କଲେ ବିପଦରେ ପଡିପାରନ୍ତି।

ଧନୁ: ଶରୀରରେ ଆଘାତ ଲାଗିପାରେ। ଜଗି ରଖି ଚଳନ୍ତୁ। ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର: ଆର୍ଥିକ ସ୍ଥିତି ଭଲ ରହିବ। ମନ ବିଚଳିତ ରହିବ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

କୁମ୍ଭ: ଶରୀର ସୁସ୍ଥ ରହିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

ମୀନ: ବ୍ୟସ୍ତତା ଭିତରେ ଦିନଟି କଟିବ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଆଧ୍ୟାତ୍ମିକ ପରିବେଶରେ ସମୟ ବିତାଇବେ।

 

The post ୭ ଅଗଷ୍ଟ, ଶୁକ୍ରବାର: ଅଧିକ ପରିଶ୍ରମ କରିବେ appeared first on Odisha Reporter.



from Odisha Reporter https://ift.tt/2DExW2H

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages