୩ ଅଗଷ୍ଟ, ସୋମବାର: ଜଗିରଖି କାର୍ଯ୍ୟ କରନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, August 2, 2020

୩ ଅଗଷ୍ଟ, ସୋମବାର: ଜଗିରଖି କାର୍ଯ୍ୟ କରନ୍ତୁ

ମେଷ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। ଘର ପାଇଁ ଜିନିଷ କିଣି ପାରନ୍ତି। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ।

ବୃଷ: ମନ ପ୍ରସନ୍ନ ରହିବ। ବନ୍ଧୁଙ୍କ ସହ ବାହାରକୁ ବୁଲିବାକୁ ଯିବାକୁ ଯୋଜନା କରିପାରନ୍ତି। ବ୍ୟବସାୟରେ କ୍ଷତି ହୋଇପାରେ। ଅଧିକ ପରିଶ୍ରମ କରିବେ।

ମିଥୁନ: ଜଗିରଖି କାର୍ଯ୍ୟ କରନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଖାଦ୍ୟପେୟ ଉପରେ ଧ୍ୟାନ ଦିଅନ୍ତୁ।

କର୍କଟ: ଶୁଭ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଭାଗ୍ୟ ବୃଦ୍ଧି ହୋଇପାରେ।

ସିଂହ: ବିପରୀତ ଲିଙ୍ଗର ଲୋକଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ଘରେ ହସ ଖୁସିର ବାତାବରଣ ରହିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

କନ୍ୟା: ଅଳସୁଆ ଅନୁଭବ କରିବେ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ତୁଳା: ଚିନ୍ତିତ ରହିବେ। ମନ ବିଚଳିତ ହୋଇପାରେ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଖର୍ଚ୍ଚ ବଢ଼ିବ।

ବିଚ୍ଛା: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। କୌଣସି କଥାକୁ ନେଇ ମନରେ ଦ୍ୱଦ୍ୱ ରହିବ। ଗୁରତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ଧନୁ: କାର୍ଯ୍ୟରେ ସଫଳତା ମିଳିବ। ଶରୀର ଫୂର୍ତ୍ତି ରହିବ। ଆଧ୍ୟାତ୍ମିକ କ୍ଷେତ୍ରରେ ରୁଚି ବଢ଼ିବ।

ମକର: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

କୁମ୍ଭ: ପୂଜାପାଠରେ ବ୍ୟସ୍ତ ରହିବେ। ମାନ-ସମ୍ମାନ ମିଳିବ। ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ।

ମୀନ: କୌଣସି ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ। ବନ୍ଧୁଙ୍କ ଠାରୁ ଶୁଭ ଖବର ଶୁଣି ପାରନ୍ତି।

The post ୩ ଅଗଷ୍ଟ, ସୋମବାର: ଜଗିରଖି କାର୍ଯ୍ୟ କରନ୍ତୁ appeared first on Odisha Reporter.



from Odisha Reporter https://ift.tt/2EGL2gl

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages