ନୂଆଦିଲ୍ଲୀ: ନିକଟରେ କରୋନାକୁ ମାତ୍ ଦେଇ ଘରକୁ ଫେରିଥିବା କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି। ଏକ ଡାକ୍ତରୀ ଦଳ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ନଜର ରଖିଛନ୍ତି।
ହାଲ୍କା ଜ୍ୱର ହେବା ପରେ ଗତକାଲି ରାତି ପ୍ରାୟ ୨ଟା ବେଳେ ଅମିତ ଶାହଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କୁ ଏକ ପ୍ରାଇଭେଟ୍ ୱାର୍ଡରେ ରଖାଯାଇଛି। ଏମ୍ସ ନିର୍ଦ୍ଦେଶକ ରଣଦୀପ ଗୁଲେରିୟାଙ୍କ ନେତୃତ୍ୱରେ ଗଠିତ ଏକ ଡାକ୍ତରୀ ଦଳ ତାଙ୍କ ଉପରେ ନଜର ରଖିଛି।
The post କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଦିଲ୍ଲୀ ଏମ୍ସରେ ଭର୍ତ୍ତି appeared first on Odisha Reporter.
from Odisha Reporter https://ift.tt/2DT0GW7
No comments:
Post a Comment