ରାଜ୍ୟରେ କରୋନା ନେଲା ୧୨ ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 6, 2020

ରାଜ୍ୟରେ କରୋନା ନେଲା ୧୨ ଜୀବନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୨ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୭ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

କରୋନା ଯୋଗୁ ଆଖି ବୁଜିଥିବା ୧୨ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲା ଓ ସୁନ୍ଦରଗଡ଼ ଜିଲ୍ଲାରୁ  ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାବ୍ୟତୀତ ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲାରେ ପ୍ରଥମ କରୋନାଜନିତ ମୃତ୍ୟୁ ହୋଇଛି। ଏହାବାଦ ଗଜପତି,  ଭଦ୍ରକ, କେନ୍ଦ୍ରାପଡ଼ା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୩ ଛୁଇଁଥିବା ବେଳେ ସୁନ୍ଦରଗଡ଼ରେ ୧୬, ଗଜପତିରେ ୧୫, କେନ୍ଦ୍ରାପଡ଼ାରେ ୩, ସମ୍ବଲପୁରରେ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

 

The post ରାଜ୍ୟରେ କରୋନା ନେଲା ୧୨ ଜୀବନ appeared first on Odisha Reporter.



from Odisha Reporter https://ift.tt/3ikYUeX

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages