ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରସ୍ଥିତ ନାଲକୋ ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ୨ଟି କାର୍ ମୁହାଁମୁହିଁ ଧକ୍କା ହେବାରୁ ଗୋଟିଏ ପରିବାରର ୪ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଅଛନ୍ତି। ସମସ୍ତେ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ଦୁର୍ଘଟଣାରେ ଅନ୍ୟ ୨ ଗୁରୁତର ମେଡିକାଲରେ ଭର୍ତ୍ତି ହୋଇଛନ୍ତି।
ଖବର ପାଇ ପୁଲିସ୍ କାର୍ ଓ ମୃତଦେହ ଜବତ କରିଛି। ଏଥିସହ ଘଟଣାର ତଦନ୍ତ ଆରମ୍ଭ କରିଛି।
The post ୨ କାର୍ ମୁହାଁମୁହିଁ ଧକ୍କା; ଗୋଟିଏ ପରିବାରର ୪ ମୃତ appeared first on Odisha Reporter.
from Odisha Reporter https://ift.tt/32IKYFt
No comments:
Post a Comment