କୋରାପୁଟ(ସୂର୍ଯ୍ୟ ନାରାୟଣ ପଣ୍ଡା): ବରିଷ୍ଠ ବିଜେପି ନେତା ଜୟରାମ ପାଙ୍ଗି କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ରିପୋର୍ଟ ପଜିଟିଭ ଆସିବା ପରେ ଏବେ ସେ ହୋମ୍ କ୍ୱାରେଣ୍ଟାଇନ୍ରେ ଅଛନ୍ତି ।
ସୂଚନଯୋଗ୍ୟ, ଗତ କିଛି ଦିନ ହେବ ଅସୁସ୍ଥ ଥିବା ପାଙ୍ଗି ନିଜ କରୋନା ଟେଷ୍ଟ କରାଇ ନେଇଥିଲେ। ଏହାପରେ ଗତକାଲି ତାଙ୍କ ରିପୋର୍ଟ ପଜିଟିଭ ଆସିଥିବା ସେ କହିଛନ୍ତି। ଏବେ ସେ ନିଜ ସରକାରୀ ବାସଭବନରେ ହୋମ୍ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଟେଷ୍ଟ କରାଇନେବାକୁ ପରାମର୍ଶ ଦେଇଛନ୍ତି ପାଙ୍ଗି।
The post ଜୟରାମ ପାଙ୍ଗିଙ୍କୁ କରୋନା appeared first on Odisha Reporter.
from Odisha Reporter https://ift.tt/3l4flOO
No comments:
Post a Comment