ରାଜ୍ୟରେ କରୋନାରେ ଆଖି ବୁଜିଲେ ୧୩ ଆକ୍ରାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, August 25, 2020

ରାଜ୍ୟରେ କରୋନାରେ ଆଖି ବୁଜିଲେ ୧୩ ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଖି ବୁଜିଲେ ଆଉ ୧୩ କରୋନା  ଆକ୍ରାନ୍ତ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୧ରେ ପହଞ୍ଚି ଯାଇଛି।


ଏହି ୧୩ ମୃତକଙ୍କ ମଧ୍ୟରୁ ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ଅଛନ୍ତି। ସେହିପରି କଟକ ଓ ଗଞ୍ଜାମରୁ ୨ ଜଣ ଲେଖାଏଁ ଥିବା ବେଳେ କେନ୍ଦୁଝର, ଖୋର୍ଦ୍ଧା ଓ ପୁରୀରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।


ଗଞ୍ଜାମରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୩ରେ ପହଞ୍ଚିଥିବା ବେଳେ ଖୋର୍ଦ୍ଧାରେ ୫୬, ସୁନ୍ଦରଗଡ଼ରେ ୩୩, କଟକରେ ୨୮, ପୁରୀରେ ୧୧, ସମ୍ବଲପୁରରେ ୧୧ ଓ କେନ୍ଦୁଝରରେ ୬ରେ ପହଞ୍ଚିଛି।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୭ ହଜାର ପାର କରିଯାଇଛି।

The post ରାଜ୍ୟରେ କରୋନାରେ ଆଖି ବୁଜିଲେ ୧୩ ଆକ୍ରାନ୍ତ appeared first on Odisha Reporter.



from Odisha Reporter https://ift.tt/3gvMgbE

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages