ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ। ଚଳିତ ବର୍ଷ ୭୦.୨୧% ଛାତ୍ରଛାତ୍ରୀ ପାସ୍ କରିଥିବା ସୂଚନା ମିଳିଛି।
ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ଏ ସମ୍ପର୍କରେ ସୂଚନା ଦେଇଛନ୍ତି।
ଚଳିତ ବର୍ଷ ମୋଟ ୯୭, ୩୭୭ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ମୋଟ ୬୮, ୩୭୪ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ପାସ୍ କରିଥିବା ଛାତ୍ରଙ୍କ ସଂଖ୍ୟା- ୩୮, ୩୦୧ (୩୯%)।ପାସ୍ କରିଥିବା ଛାତ୍ରୀଙ୍କ ସଂଖ୍ୟା- ୩୦, ୦୭୩ (୩୧%)। ସେମାନଙ୍କ ମଧ୍ୟରୁ ୨୫, ୩୩୯ (୨୬%) ପ୍ରଥମ ଶ୍ରେଣୀରେ ପାସ୍ କରିଛନ୍ତି।
The post ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ appeared first on Odisha Reporter.
from Odisha Reporter https://ift.tt/2DYC7GY
No comments:
Post a Comment