ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚଳିତ ମାସରେ ଯୁକ୍ତ ଦୁଇ କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ। ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଖାତା ଦେଖା ଶେଷ ହୋଇଛି। ଟାବୁଲେସନ ଚାଲିଛି। ଅଗଷ୍ଟ ତୃତୀୟ ସପ୍ତାହ ପୂର୍ବରୁ ରେଜଲ୍ଟ ବାହାରିବ।
ସେହିପରି ଚଳିତ ମାସ ଶେଷ ସପ୍ତାହରେ ଯୁକ୍ତ ଦୁଇ କଳା ପରୀକ୍ଷା ଫଳ ପ୍ରକାଶ ପାଇବ। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ସୂଚନା ଦେଇଛନ୍ତି।
The post ଏହି ମାସରେ ବାହାରିବ ଯୁକ୍ତ ଦୁଇ ପରୀକ୍ଷା ଫଳ appeared first on Odisha Reporter.
from Odisha Reporter https://ift.tt/30riss0
No comments:
Post a Comment