ରାଜ୍ୟରେ ଆଉ ୧୨ ଜଣଙ୍କ ଜୀବନ ନେଲା କାରୋନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, August 29, 2020

ରାଜ୍ୟରେ ଆଉ ୧୨ ଜଣଙ୍କ ଜୀବନ ନେଲା କାରୋନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୨ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନ ଜନିତ ମୃତ୍ୟୁ ସଂଖ୍ୟା ୪୮୨ ରେ ପହଞ୍ଚି ଯାଇଛି।

ମୃତକଙ୍କ ମଧ୍ୟରେ ଗଞ୍ଜାମର ୪ ଜଣ ଥିବା ବେଳେ ଭୁବନେଶ୍ୱର, କଟକ, ଯାଜପୁର, ମାଲକାନଗିରି, ନବରଙ୍ଗପୁର, ପୁରୀ, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି।

The post ରାଜ୍ୟରେ ଆଉ ୧୨ ଜଣଙ୍କ ଜୀବନ ନେଲା କାରୋନା appeared first on Odisha Reporter.



from Odisha Reporter https://ift.tt/2QCYbdi

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages