ରାଜ୍ୟରେ ଆଉ ୩୦୧୪ କରୋନା ଆକ୍ରାନ୍ତ ଚିହ୍ନଟ, ୧ ଲକ୍ଷ ଟପିଲା ସଂଖ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, August 29, 2020

ରାଜ୍ୟରେ ଆଉ ୩୦୧୪ କରୋନା ଆକ୍ରାନ୍ତ ଚିହ୍ନଟ, ୧ ଲକ୍ଷ ଟପିଲା ସଂଖ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୩୦୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୦୦,୯୩୪ରେ ପହଞ୍ଚିଯାଇଛି।

ଏହି ୩୦୧୪ ଆକ୍ରାନ୍ତଙ୍କ ମଧ୍ୟରେ ସବୁଠୁ ଅଧିକ ଚିହ୍ନଟ ହୋଇଛନ୍ତି ଖୋର୍ଦ୍ଧା ଜିଲ୍ଲାରେ। ଏହି ଜିଲ୍ଲାରୁ ୬୮୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

The post ରାଜ୍ୟରେ ଆଉ ୩୦୧୪ କରୋନା ଆକ୍ରାନ୍ତ ଚିହ୍ନଟ, ୧ ଲକ୍ଷ ଟପିଲା ସଂଖ୍ୟା appeared first on Odisha Reporter.



from Odisha Reporter https://ift.tt/3js51P8

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages