ରାଜ୍ୟରେ କରୋନା ନେଲା ୧୦ ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, August 15, 2020

ରାଜ୍ୟରେ କରୋନା ନେଲା ୧୦ ଜୀବନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା  ୧୪୩ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ମୃତକ ୧୦ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାରୁ ୨ ଜଣ ଲେଖାଏ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାବ୍ୟତୀତ ଭଦ୍ରକ, ବଲାଙ୍ଗିର, କଟକ, କନ୍ଧମାଳ, ସୋନପୁର ଓ ଯାଜପୁର ଜିଲ୍ଲାରୁ ଜଣେ ଲେଖା କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ୨ ଆକ୍ରାନ୍ତ ଆଖି ବୁଜିଥିବା ବେଳେ ସେମାନଙ୍କ ମଧ୍ୟରେ ଜଣେ ମହିଳା ଥିବା ଜଣାଯାଇଛି।

The post ରାଜ୍ୟରେ କରୋନା ନେଲା ୧୦ ଜୀବନ appeared first on Odisha Reporter.



from Odisha Reporter https://ift.tt/2PUmB1d

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages