ରାଜ୍ୟରେ କରୋନା ନେଲା ଆଉ ୯ ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, August 21, 2020

ରାଜ୍ୟରେ କରୋନା ନେଲା ଆଉ ୯ ଜୀବନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ଯୋଗୁ ଆଉ  ୯  ଜୀବନ ଗଲା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା  ୩୯୯ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

କରୋନା ଯୋଗୁ ଆଖି ବୁଜିଥିବା ୯ ଜଣଙ୍କ ମଧ୍ୟରୁ କେବଳ କଟକ ଜିଲ୍ଲାରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ସୁନ୍ଦରଗଡ଼ରେ ୨ ଜଣ ଆଖି ବୁଜିଛନ୍ତି। ଏହାବ୍ୟତୀତ ରାୟଗଡ଼ା, ମାଲକାନଗିରି, ଗଞ୍ଜାମ ଓ ବଲାଙ୍ଗିରରେ ଜଣେ ଲେଖା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

The post ରାଜ୍ୟରେ କରୋନା ନେଲା ଆଉ ୯ ଜୀବନ appeared first on Odisha Reporter.



from Odisha Reporter https://ift.tt/2YnY8WS

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages