କେମିକାଲ୍‌ ଫ୍ୟାକ୍ଟ୍ରିରେ ବିସ୍ଫୋରଣ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, August 17, 2020

କେମିକାଲ୍‌ ଫ୍ୟାକ୍ଟ୍ରିରେ ବିସ୍ଫୋରଣ

ନୂଆଦିଲ୍ଲୀ: ମହାରାଷ୍ଟ୍ର ପାଲଘର ଜିଲ୍ଲା ତାରାପୁର ଶିଳ୍ପାଞ୍ଚଳରେ ଥିବା ନନ୍ଦୋଲିଆ କେମିକାଲ୍‌ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟି ଜଣେ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ଏଥିରେ ଆଉ ୩ ଜଣ ଶ୍ରମିକ ଆହତ ହୋଇଛନ୍ତି।

ସୋମବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟା ବେଳେ ଏହି ବିସ୍ଫୋରଣ ହୋଇଥିଲା। ବିସ୍ଫୋରଣର ତୀବ୍ରତା ଏତେ ଥିଲା ଯେ ପାଖାପାଖି ୮ରୁ ୧୦ କିଲୋମିଟର ପର୍ଯ୍ୟନ୍ତ ଏହାର ଶବ୍ଦ ଶୁଣାଯାଇଥିଲା।

ବିସ୍ଫୋରଣ ବେଳେ ଫ୍ୟାକ୍ଟ୍ରିରେ ୧୪ ଜଣ ଶ୍ରମିକଙ୍କ ଥିଲେ। ବିସ୍ଫୋରଣରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ତିନିଜଣ ଆହତ ହୋଇଛନ୍ତି ବୋଲି ପାଲଘର ଜିଲ୍ଲାପାଳ କୈଳାସ ସିନ୍ଦେ କହିଛନ୍ତି।

The post କେମିକାଲ୍‌ ଫ୍ୟାକ୍ଟ୍ରିରେ ବିସ୍ଫୋରଣ appeared first on Odisha Reporter.



from Odisha Reporter https://ift.tt/2Y6MaAM

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages