ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୩୪ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରେ ସବୁଠୁ ଅଧିକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, August 8, 2020

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୩୪ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରେ ସବୁଠୁ ଅଧିକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଜି ୧୭୩୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫୯୨୭ ପହଞ୍ଚିଯାଇଛି।

ଏହି ନୂଆ ୧୭୩୪ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୭୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୬୫୯ଟି ଲୋକାଲ୍ କେସ୍। ସେହିପରି ଖୋର୍ଦ୍ଧା ଜିଲ୍ଲାରେ ସବୁଠୁ ଅଧିକ ୩୪୨ ଜଣ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମରେ ୨୨୨ ଜଣ ଚିହ୍ନଟ ହୋଇଛନ୍ତି।

The post ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୩୪ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରେ ସବୁଠୁ ଅଧିକ appeared first on Odisha Reporter.



from Odisha Reporter https://ift.tt/3gUdnOJ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages