ଫସର ଫାଟିଲା ଯୋଜନା, ଧରାପଡ଼ିଗଲେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, August 8, 2020

ଫସର ଫାଟିଲା ଯୋଜନା, ଧରାପଡ଼ିଗଲେ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଜଣେ ବ୍ୟକ୍ତି ନିଜକୁ ନାବାର୍ଡ ଅଧିକାରୀ କହି ଯାଞ୍ଚ ଆଳରେ ଜଣେ ଅବସରପ୍ରାପ୍ତ ସରକାରୀ ଅଧିକାରୀଙ୍କଠାରୁ ଟଙ୍କା ହଡ଼ପ କରିବାକୁ ଯୋଜନା କରିଥିଲେ। ହେଲେ ତାଙ୍କର ଏହି ଯୋଜନା ଫସର ଫାଟିଗଲା ଓ ପୁଲିସ୍ ତାଙ୍କୁ ଥାନାକୁ ନେଇ ପଚରାଉଚରା କରୁଛି। ଭୁବନେଶ୍ୱର ଉପକଣ୍ଠ ବାଳକାଟି ଅଞ୍ଚଳରେ ଘଟିଛି ଏହି ଘଟଣା।

ସୂଚନା ଅନୁଯାୟୀ, ଅଭିଯୁକ୍ତ ନାଁ ସ୍ମିଥ ସେଠୀ ନିଜକୁ ନାବାର୍ଡ ଅଧିକାରୀ କହି ବାଳକାଟି ଅଞ୍ଚଳର ଜଣେ ଅବସରପ୍ରାପ୍ତ ପ୍ରାଣୀଧନ ନିରୀକ୍ଷକଙ୍କ ଘରକୁ ଯାଇ ଯାଞ୍ଚ କରିଥିଲେ। ହେଲେ ତାଙ୍କ ହାବଭାବ ଦେଖି ଅବସରପ୍ରାପ୍ତ ପ୍ରାଣୀଧନ ନିରୀକ୍ଷକଙ୍କୁ ସନ୍ଦେହ ହୋଇଥିଲା। ତାଙ୍କ ଠାରୁ ଖବର ପାଇ ସ୍ଥାନୀୟ ଲୋକେ ସେଠାରେ ପହଞ୍ଚି ସ୍ମିଥ୍‌ ସେଠୀକୁ ଅଟକ ରଖିଥିଲେ ଓ ପୁଲିସ୍‌କୁ ଖବର ଦେଇଥିଲେ।
ବାଳକାଟି ଫାଣ୍ଡି ପୁଲିସ୍ ଅଭିଯୁକ୍ତକୁ ଅଟକ ରଖି ପଚରାଉଚରା କରୁଥିବା ଜଣାପଡ଼ିଛି।

The post ଫସର ଫାଟିଲା ଯୋଜନା, ଧରାପଡ଼ିଗଲେ appeared first on Odisha Reporter.



from Odisha Reporter https://ift.tt/2XGnXkL

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages