କଟକ ସହରର ୪ ପୁଲିସ୍‌ କର୍ମଚାରୀଙ୍କୁ କରୋନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, August 9, 2020

କଟକ ସହରର ୪ ପୁଲିସ୍‌ କର୍ମଚାରୀଙ୍କୁ କରୋନା

କଟକ (ଓଡ଼ିଶା ରିପୋର୍ଟର): କଟକ ସହରର ୪ ପୁଲିସ୍ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସଦର ଥାନାରୁ ଜଣେ, ବାଦାମବାଡ଼ି ଥାନାରୁ ୨ ଓ ରିଜର୍ଭ ପୁଲିସରୁ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ କଟକ ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ କଟକ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୩୦ରେ ପହଞ୍ଚିଛି। ସେଥିମଧ୍ୟରୁ ୧,୯୫୨ ସୁସ୍ଥ ହୋଇ ସାରିଲେଣି। ବିଭିନ୍ନ କୋଭିଡ୍‌ ଡାକ୍ତରଖାନାରେ ୧,୧୬୩ ଚିକିତ୍ସିତ ହେଉଛନ୍ତି। ସେହିପରି ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧ରେ ପହଞ୍ଚିଯାଇଛି।

The post କଟକ ସହରର ୪ ପୁଲିସ୍‌ କର୍ମଚାରୀଙ୍କୁ କରୋନା appeared first on Odisha Reporter.



from Odisha Reporter https://ift.tt/2PBxntf

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages