ରାଜ୍ୟରେ କରୋନାରେ ଆଖି ବୁଜିଲେ ୮ ଆକ୍ରାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, August 19, 2020

ରାଜ୍ୟରେ କରୋନାରେ ଆଖି ବୁଜିଲେ ୮ ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ମହାମାରୀ ଯୋଗୁ ଆଉ ୮ ଜଣଙ୍କ ଜୀବନ ଯାଇଛି। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮୦ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

କରୋନା ଯୋଗୁ ଆଖି ବୁଜିଥିବା ୮ ଜଣଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରେ କେବଳ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧା, ପୁରୀ, କଟକ ଓ ଢେଙ୍କାନାଳ ଜିଲ୍ଲାରେ ଜଣେ ଲେଖା ଆକ୍ରାନ୍ତ ଆଖି ବୁଜିଥିବା ଜଣାଯାଇଛି।

The post ରାଜ୍ୟରେ କରୋନାରେ ଆଖି ବୁଜିଲେ ୮ ଆକ୍ରାନ୍ତ appeared first on Odisha Reporter.



from Odisha Reporter https://ift.tt/2FHjacD

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages