ରାଜ୍ୟରେ ଆଉ ୧୦  ମୁଣ୍ଡ ନେଲା କରୋନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 13, 2020

ରାଜ୍ୟରେ ଆଉ ୧୦  ମୁଣ୍ଡ ନେଲା କରୋନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହାସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା  ୩୨୪କୁ ବୃଦ୍ଧି ପାଇଛି।

୧୦ ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ୪ ଜଣ ଥିବା ବେଳେ  ପୁରୀରୁ ୩ ଏବଂ କଟକ, ସୁନ୍ଦରଗଡ଼ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଅଛନ୍ତି।


ଏହା ସହିତ ଗଞ୍ଜାମରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୧ରେ ପହଞ୍ଚିଥିବା ବେଳେ କଟକରେ ୧୪, ପୁରୀରେ ୮, ସୁନ୍ଦରଗଡ଼ରେ ୨୧ ଓ ସମ୍ବଲପୁରରେ ୩ରେ ପହଞ୍ଚିଛି ଏହି ସଂଖ୍ୟା।

The post ରାଜ୍ୟରେ ଆଉ ୧୦  ମୁଣ୍ଡ ନେଲା କରୋନା appeared first on Odisha Reporter.



from Odisha Reporter https://ift.tt/2PQ1PQD

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages