ଭଦ୍ରକ ସାଂସଦଙ୍କୁ କରୋନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, August 22, 2020

ଭଦ୍ରକ ସାଂସଦଙ୍କୁ କରୋନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି।

ସାଂସଦ ମଣ୍ଡଳ ଟ୍ୱିଟ୍ କରି କହିଛନ୍ତି ଯେ କରୋନା ଲକ୍ଷଣ ଦେଖାଯିବା ପରେ ସେ ପରୀକ୍ଷା କରାଇଥିଲେ ଓ ରିପୋର୍ଟ ପଜିଟିଭ୍ ଆସିଛି। ତାଙ୍କ ସ୍ୱାସ୍ଥ୍ୟ ଭଲ ଓ ସ୍ଥିର ଅଛି। ସେ ହୋମ୍ କ୍ୱାରେଣ୍ଟାଇନ୍‌ରେ ଅଛନ୍ତି।

ଏହି ସହିତ ଯେଉଁମାନେ ଗତ କିଛି ଦିନରେ ତାଙ୍କ ସଂସ୍ପର୍ଶରେ ଆସିଥିଲେ ସେମାନଙ୍କୁ ଏକାନ୍ତବାସରେ ରହିବାକୁ ଓ ପରୀକ୍ଷା କରାଇ ନେବାକୁ ସାଂସଦ ମଞ୍ଜୁଲତା ମଣ୍ଡଳ ଅନୁରୋଧ କରିଛନ୍ତି।

The post ଭଦ୍ରକ ସାଂସଦଙ୍କୁ କରୋନା appeared first on Odisha Reporter.



from Odisha Reporter https://ift.tt/34nkeg7

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages