ସେପ୍ଟେମ୍ବର ୩୦ ପୂର୍ବରୁ ବସିବ ବିଧାନସଭାର ମୌସୁମୀ ଅଧିବେଶନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, August 18, 2020

ସେପ୍ଟେମ୍ବର ୩୦ ପୂର୍ବରୁ ବସିବ ବିଧାନସଭାର ମୌସୁମୀ ଅଧିବେଶନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ସେପ୍ଟେମ୍ବର ୩୦ ତାରିଖ ପୂର୍ବରୁ ବସିବ ବିଧାନସଭାର ମୌସୁମୀ ଅଧିବେଶନ। ତେବେ ଅଧିବେଶନ କେଉଁଠି  କିପରି ଅନୁଷ୍ଠିତ ହେବ, ଏଯାଏ ନିଷ୍ପତ୍ତି ହୋଇ ନାହିଁ।

କୋଭିଡ କଟକଣାରେ ଗୃହ କିଭଳି ପରିଚାଳନା ହେବ ସେ ନେଇ ଲୋକସଭା ବାଚସ୍ପତି, ରାଜସ୍ଥାନ ଓ କର୍ଣ୍ଣାଟକ ବାଚସ୍ପତିଙ୍କ ସହ ଆଲୋଚନା କରିଥିବା ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର।

The post ସେପ୍ଟେମ୍ବର ୩୦ ପୂର୍ବରୁ ବସିବ ବିଧାନସଭାର ମୌସୁମୀ ଅଧିବେଶନ appeared first on Odisha Reporter.



from Odisha Reporter https://ift.tt/3g48H7y

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages