୪ ଅଗଷ୍ଟ, ମଙ୍ଗଳବାର: ବ୍ୟସ୍ତତା ଭିତରେ ଦିନଟି କଟିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, August 3, 2020

୪ ଅଗଷ୍ଟ, ମଙ୍ଗଳବାର: ବ୍ୟସ୍ତତା ଭିତରେ ଦିନଟି କଟିବ

ମେଷ: ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ। କୌଣସି  ବିଶିଷ୍ଟ ବ୍ୟକ୍ତିଙ୍କ ସହଯୋଗ ପାଇବେ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ବୃଷ: ମାନ-ସମ୍ମାନ ମିଳିବ। ବନ୍ଧୁଙ୍କ ସହଯୋଗ ପାଇବେ। ପିଲାମାନେ ମନ ଦେଇ ପାଠ ପଢ଼ିବେ।

ମିଥୁନ: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ମାଆ ବାପା ଗୁରୁଙ୍କୁ ପ୍ରଣାମ କରନ୍ତୁ। କୁକୁରକୁ ଖାଇ‍ବାକୁ ଦିଅନ୍ତୁ।

କର୍କଟ: କାର୍କ୍ଷ୍ୟ କ୍ଷେତ୍ରରେ ପ୍ରଂଶସିତ ହେବେ। ଆର୍ଥିକ ସ୍ଥିତି ଭଲ ରହିବ। ଖାଦ୍ୟପେୟର ଯତ୍ନ ନିଅନ୍ତୁ।

ସିଂହ:  ଅଧିକ ପରିଶ୍ରମ କରିବେ। ବ୍ୟସ୍ତତା ଭିତରେ ଦିନଟି କଟିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

କନ୍ୟା: ସହକର୍ମୀଙ୍କ ଠାରୁ  ସାହାଯ୍ୟ ପାଇବେ। କର୍ମକ୍ଷେତ୍ରରେ ସଫଳତା ପାଇବେ। ଉତ୍ସାହ ଉଲ୍ଲାସରେ  ସମୟ ଅତିବାହିତ କରିବେ।

ତୁଳା: ଲାଗି ରହିଥିବା ସମସ୍ୟାର ସମାଧାନ ହୋଇପାରେ।  ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ।  ଭଗବାନ ଗଣେଶକୁ ପୂଜା କରନ୍ତୁ।

ବିଛା: ପରିବାରରେ ହସ ଖୁସିର ପରିବେଶ ରହିବ। ଅସହାୟଙ୍କୁ ସାହାଯ୍ୟ କରନ୍ତୁ। ଜଳାଶୟ ଠାରୁ ଦୂରେଇ ରୁହନ୍ତୁ।

ଧନୁ: ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଜନ କଲ୍ୟାଣ  କାର୍ଯ୍ୟ ଇଚ୍ଛା ଅନୁସାରେ ସଂପନ୍ନ ହେବ। ଆତ୍ମବିଶ୍ୱାସ ବଢ଼ିବ।

ମକର: ମନ ଖୁସି ରହିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ମନ ବିଚଳିତ ରହିବ।

କୁମ୍ଭ: ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ଶରୀରରେ ଆଘାତ ଲାଗିପାରେ। ଜଗି ରଖି ଚଳନ୍ତୁ।

ମୀନ: ଦ୍ୱନ୍ଦ୍ୱ ଭିତରେ ରହିବେ। କୌଣସି ଗୂରୂତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

 

The post ୪ ଅଗଷ୍ଟ, ମଙ୍ଗଳବାର: ବ୍ୟସ୍ତତା ଭିତରେ ଦିନଟି କଟିବ appeared first on Odisha Reporter.



from Odisha Reporter https://ift.tt/2ENq7Zc

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages