ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ। ମଧ୍ୟାହ୍ନ ୧୨ଟା ୩୦ରେ CHSE ଅଫିସରେ ରେଜଲ୍ଟ ପ୍ରକାଶ ପାଇବ। https://ift.tt/1pMnV5n ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହେବ।
ଚଳିତବର୍ଷ ରାଜ୍ୟରେ ୯୭ ହଜାର ୫୩୬ ଛାତ୍ରଛାତ୍ରୀ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଦେଇଛନ୍ତି। ମୋଟ୍ ୩ ଲକ୍ଷ ୫୦ ହଜାର ଛାତ୍ରଛାତ୍ରୀ ଯୁକ୍ତ ୨ରେ ପରୀକ୍ଷା ଦେଇଛନ୍ତି। ଲକ୍ଡାଉନ୍ କଟକଣା ଯୋଗୁ ଚଳିତ ବର୍ଷ ରାଜ୍ୟରେ ଯୁକ୍ତ ଦୁଇ ପରୀକ୍ଷା ଫଳ ଖାତା ଦେଖାରେ ସମସ୍ୟା ସୃଷ୍ଟି ହୋଇଥିଲା। ଅଗଷ୍ଟ ତୃତୀୟ ସପ୍ତାହରେ +୨ ବାଣିଜ୍ୟ ଏବଂ ଶେଷ ସପ୍ତାହରେ କଳା ପରୀକ୍ଷା ଫଳ ପ୍ରକାଶ କରାଯିବ।
The post ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ appeared first on Odisha Reporter.
from Odisha Reporter https://ift.tt/3fQrLG4
No comments:
Post a Comment