ଆଜିଠାରୁ ଭୁବନେଶ୍ୱରରେ ହେବ ସେରୋ ସର୍ଭେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 27, 2020

ଆଜିଠାରୁ ଭୁବନେଶ୍ୱରରେ ହେବ ସେରୋ ସର୍ଭେ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ଭୁବନେଶ୍ୱରରେ ଦ୍ୱିତୀୟ ପର୍ଯ୍ୟାୟ ସେରୋ ସର୍ଭେ ହେବ। RMRCର ଟେକ୍ନିକାଲ ଓ ଭୁବନେଶ୍ୱର ମହାନଗର ନିଗମ(BMC)ର ପ୍ରଶାସନିକ ଅଧିକାରୀ ମିଳିତ ସର୍ଭେ କରିବେ। BMCର ୨୫ଟି ୱାର୍ଡରେ ଦ୍ୱିତୀୟ ପର୍ଯ୍ୟାୟରେ ସେରୋ ସର୍ଭେ କରାଯିବ। ୨ଟି ଗ୍ରୁପ୍‌- କମ୍ୟୁନିଟି ଓ ହାଇ ରିସ୍କ ବ୍ୟକ୍ତିଙ୍କର ସେରୋ ସର୍ଭେ ହେବ। ପ୍ରଥମ ଦୁଇ ଦିନରେ ୧୫ ଶହ ସାମ୍ପଲ୍‌ ସଂଗ୍ରହ ଲକ୍ଷ୍ୟ ରଖାଯାଇଛି।

ଗତକାଲି ସୁଦ୍ଧା  ବିଏମ୍‌ସି ଅଞ୍ଚଳରୁ ୮୬୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୩୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫୧୨୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୩୪୭୮ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି।

The post ଆଜିଠାରୁ ଭୁବନେଶ୍ୱରରେ ହେବ ସେରୋ ସର୍ଭେ appeared first on Odisha Reporter.



from Odisha Reporter https://ift.tt/32wkVkH

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages