ରାଜ୍ୟରେ ଆଉ ୯ ଜୀବନ ନେଲା କରୋନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, August 17, 2020

ରାଜ୍ୟରେ ଆଉ ୯ ଜୀବନ ନେଲା କରୋନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୯  ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୬୨ ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

୯ ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୩ ଜଣ ଥିବା ବେଳେ ବାଲେଶ୍ୱରରୁ ଜଣେ, ଖୋର୍ଦ୍ଧାରୁ ଜଣେ, ମାଲକାନଗିରିରୁ ଜଣେ, ରାୟଗଡ଼ାରୁ ୨ ଜଣ ଓ ସମ୍ବଲପୁରରୁ ଜଣେ ରହିଛନ୍ତି।

ଏହା ସହିତ ଗଞ୍ଜାମରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୮କୁ ବୃଦ୍ଧି ପାଇଥିବା ବେଳେ ବାଲେଶ୍ୱରରେ ୮, ଖୋର୍ଦ୍ଧାରେ ୪୯, ମାଲକାନଗିରିରେ ୩, ରାୟଗଡ଼ାରେ ୧୭ ଓ ସମ୍ବଲପୁରରେ ୮କୁ ବୃଦ୍ଧି ପାଇଛି।

The post ରାଜ୍ୟରେ ଆଉ ୯ ଜୀବନ ନେଲା କରୋନା appeared first on Odisha Reporter.



from Odisha Reporter https://ift.tt/3iQVqRE

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages