ହୀରାକୁଦ ଡ୍ୟାମ୍‌ ଖୋଲିଛି ୪୪ଟି ଗେଟ୍ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, August 28, 2020

ହୀରାକୁଦ ଡ୍ୟାମ୍‌ ଖୋଲିଛି ୪୪ଟି ଗେଟ୍

ସମ୍ୱଲପୁର (ସଞ୍ଜୟ ଜେନା): ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ଅଧିକରୁ ଅଧିକ ଜଳ ପ୍ରବେଶ କରୁଛି। ଫଳରେ ହୀରାକୁଦ ଡ୍ୟାମ୍‌ର ପୁଣି ୨ଟି ଗେଟ୍ ଖୋଲାଯାଇଛି। ବର୍ତ୍ତମାନ ମୋଟ୍ ୪୪ଟି ଗେଟ୍ ଦେଇ ଡ୍ୟାମ୍‌ରୁ ବନ୍ୟାଜଳ ନିଷ୍କାସନ ହେଉଛି। ଏହା ପୂର୍ବରୁ  ଆଜି ସକାଳେ ହୀରାକୁଦ ଡ୍ୟାମରୁ ୪୨ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଥିଲା।

ହୀରାକୁଦ ଜଳଭଣ୍ଡାରର ଜଳ ଧାରଣ କ୍ଷମତା ୬୩୦ ଫୁଟ ରହିଥିବା ବେଳେ ଏବେ ଜଳ ପତନ ୬୨୬.୨୭ ରହିଛି। ଡ୍ୟାମକୁ ୮, ୫୩, ୨୯ କ୍ୟୁସେକ୍ ଜଳ ପ୍ରବେଶ କରୁଛି। ସେହିପରି ଡ୍ୟାମ୍‌ରୁ ୬, ୯୪, ୨୦୦ କ୍ୟୁସେକ୍ ଜଳ ନିଷ୍କାସନ ହେଉଛି।

The post ହୀରାକୁଦ ଡ୍ୟାମ୍‌ ଖୋଲିଛି ୪୪ଟି ଗେଟ୍ appeared first on Odisha Reporter.



from Odisha Reporter https://ift.tt/2D8z1Qq

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages