ଗ୍ୟାସ୍ ସିଲିଣ୍ଡର ଫାଟି ୪ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, August 4, 2020

ଗ୍ୟାସ୍ ସିଲିଣ୍ଡର ଫାଟି ୪ ଗୁରୁତର

ବାଲେଶ୍ୱର(ଓଡ଼ିଶା ରିପୋର୍ଟର) : ବାଲେଶ୍ୱର ଜିଲ୍ଲା ସଦର ବ୍ଲକ ରସାଳପୁର ଗାଁରେ ଗ୍ୟାସ୍ ସିଲିଣ୍ଡର ଫାଟି ୪ ଜଣ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଲୋକେ ପ୍ରଥମେ ସେମାନଙ୍କୁ ବାଲେଶ୍ୱର ମେଡିକାଲରେ ଭର୍ତ୍ତି କରିଥିଲେ। ମାତ୍ର ସେଠାରେ ଅବସ୍ଥା ଗୁରୁତର ହେବାରୁ ୨ ଜଣଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।

ଗାଁସ ସିଲିଣ୍ଡର ଫାଟି ଲାଗିଥିବା ନିଆଁ ବ୍ୟାପି ଏକ ଚାଳଘର ପୋଡ଼ିଯାଇଛି। ଏଥିଯୋଗୁ ଗୋଟିଏ ପରିବାର ସର୍ବସ୍ୱାନ୍ତ ହୋଇଯାଇଥିବା ଜଣାଯାଇଛି।

The post ଗ୍ୟାସ୍ ସିଲିଣ୍ଡର ଫାଟି ୪ ଗୁରୁତର appeared first on Odisha Reporter.



from Odisha Reporter https://ift.tt/2Dx3U0W

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages