ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 6, 2020

ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୫  ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୦ ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଓ ଭଦ୍ରକ ଜିଲ୍ଲାର ଜଣେ ଲେଖା ମହିଳାଙ୍କ ମୃତ୍ୟୁ ହୋଇଛି।

ରାଜ୍ୟରେ ୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରେ ୩, ଭଦ୍ରକରେ ଜଣେ, କନ୍ଧମାଳ ଜିଲ୍ଲାରେ ଜଣେ, କେନ୍ଦୁଝରରେ ଜଣେ, ନବଗଙ୍ଗପୁର, ନୟାଗଡ଼ ଜିଲ୍ଲାରେ ଜଣେ ଲେଖା ଓ ସୁନ୍ଦରଗଡ଼ରେ ୨ ଜଣଙ୍କ ମୃତ୍ୟୁ ହୋଇଛି।

The post ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା appeared first on Odisha Reporter.



from Odisha Reporter https://ift.tt/2PsS0rp

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages