ତାଳଚେରରେ ହେବନି ଗଣେଶ ପୂଜା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, August 14, 2020

ତାଳଚେରରେ ହେବନି ଗଣେଶ ପୂଜା

ଅନୁଗୋଳ (ବିରଜା ପ୍ରସାଦ ଦାଶ): କରୋନା ଯୋଗୁ ଚଳିତ ବର୍ଷ ତାଳଚେରରେ ଗଣେଶ ପୂଜା ଅନୁଷ୍ଠିତ ହେବ ନାହିଁ। କୌଣସି ସର୍ବସାଧାରଣ ସ୍ଥାନ, ମଣ୍ଡପ ଏବଂ ସରକାରୀ କିମ୍ବା ବେସରକାରୀ ଶିକ୍ଷାନୁଷ୍ଠାନରେ ଗଣେଶ ପୂଜା ହେବ ନାହିଁ ବୋଲି ଗୁରୁବାର ଅନୁଷ୍ଠିତ ପ୍ରଶାସନିକ ବୈଠକରେ ନିଷ୍ପତ୍ତି ହୋଇଛି। ଉପ-ଜିଲ୍ଲାପାଳ ରଜନୀକାନ୍ତ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା।

ଏହି ନିଷ୍ପତ୍ତିକୁ ଅବମାନନା କଲେ କୋଭିଡ୍ ନିୟମ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ତାଳଚେର ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ ଭବାନୀ ଶଙ୍କର ଉଦ୍‌ଗାତା କହିଛନ୍ତି।

ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ତାଳଚେର ଥାନା ଆଇଆଇସି ସତ୍ୟବ୍ରତ ରାଉତ ଉପସ୍ଥିତ ଥିଲେ।

The post ତାଳଚେରରେ ହେବନି ଗଣେଶ ପୂଜା appeared first on Odisha Reporter.



from Odisha Reporter https://ift.tt/33ZhS6E

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages