ରାଜ୍ୟରେ ଆଉ ୯ ମୁଣ୍ଡ ନେଲା କରୋନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, August 3, 2020

ରାଜ୍ୟରେ ଆଉ ୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୯ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୬ ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

କରୋନା ଯୋଗୁ ଆଖି ବୁଜିଥିବା ୯ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ କେବଳ ୬ ଜଣ ଥିବା ଜଣାଯାଇଛି।  ସେମାନଙ୍କ ମଧ୍ୟରେ ୨ ମହିଳା ଅଛନ୍ତି। ଏହାବ୍ୟତୀତ ପୁରୀ, ଯାଜପୁର ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୨ ଛୁଇଁଛି।  ଏହାବ୍ୟତୀତ ପୁରୀରେ ଏହି ସଂଖ୍ୟା ୪, ଖୋର୍ଦ୍ଧା ଜିଲ୍ଲାରେ ୩୦ ଓ ଯାଜପୁର ଜିଲ୍ଲାରେ ୩ରେ ପହଞ୍ଚିଲା।

The post ରାଜ୍ୟରେ ଆଉ ୯ ମୁଣ୍ଡ ନେଲା କରୋନା appeared first on Odisha Reporter.



from Odisha Reporter https://ift.tt/3i4CONp

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages