ପୁଣି ଚିହ୍ନଟ ହେଲେ ୩ ହଜାରରୁ ଅଧିକ ପଜିଟିଭ , ୯୦ ହଜାର ପାର୍‌ କଲା ସଂଖ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, August 26, 2020

ପୁଣି ଚିହ୍ନଟ ହେଲେ ୩ ହଜାରରୁ ଅଧିକ ପଜିଟିଭ , ୯୦ ହଜାର ପାର୍‌ କଲା ସଂଖ୍ୟା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୩୮୪ ନୂଆ  କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୧୨୮  ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ।  ୧୨୫୬ଟି ହେଉଛି ଲୋକାଲ୍ କେସ୍‌।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୮୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକ ଜିଲ୍ଲାରୁ ୪୯୨, ଗଞ୍ଜାମ ଓ ମୟୂରଭଞ୍ଜ ଜିଲ୍ଲାରୁ ୧୭୭, ଯାଜପୁର ଜିଲ୍ଲାରୁ ୧୭୬, ସମ୍ବଲପୁରରୁ ୧୮୨, ରାୟଗଡ଼ା ଜିଲ୍ଲାରୁ ୧୫୪ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୦୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୯୦,୯୮୬ରେ ପହଞ୍ଚିଥିବା ବେଳେ ୬୨,୮୧୩ ଜଣ ସୁସ୍ଥ ହୋଇ ସାରିଲେଣି। ଏହାବ୍ୟତୀତ ରାଜ୍ୟରେ  ୨୭,୬୭୨ ଆକ୍ଟିଭ କେସ୍‌ ରହିଛି।

The post ପୁଣି ଚିହ୍ନଟ ହେଲେ ୩ ହଜାରରୁ ଅଧିକ ପଜିଟିଭ , ୯୦ ହଜାର ପାର୍‌ କଲା ସଂଖ୍ୟା appeared first on Odisha Reporter.



from Odisha Reporter https://ift.tt/31xprjB

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages