୬ ଅଗଷ୍ଟ, ଗୁରୁବାର: ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, August 5, 2020

୬ ଅଗଷ୍ଟ, ଗୁରୁବାର: ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ

ମେଷ: ମାନ- ସମ୍ମାନ ମିଳିବ। ଶୁଭ ସମାଚାର ଶୁଣି ମାନସିକ ଶାନ୍ତି ଅନୁଭବ କରିବେ। ବ୍ୟବସାୟରେ ଆଶାତୀତ ଲାଭ ମିଳିବ। ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବୃଷ: ସ୍ୱାସ୍ଥ୍ୟ ସମସ୍ୟା ସୁଧୁରି ଯିବ। ଆଶା କରିଥିବା କାମ ସଂପୂର୍ଣ୍ଣ ହେବ। ମାଆ ବାପା ଓ ଗୁରଙ୍କୁ  ପ୍ରଣାମ କରନ୍ତୁ।

ମିଥୁନ:  ଅସହାୟ ଲୋକଙ୍କୁ  ସାହାଯ୍ୟ କରିବେ। ପିଲାମାନେ ମନ ଦେଇ ପାଠ ପଢ଼ିବେ। ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ: ସାହସ ଓ ବୁଦ୍ଧିମତାର ପରିଚୟ ଦେବେ। ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହୋଇଯିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ସିଂହ: ପୁରାତନ ରୋଗରୁ ଉପଶମ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ଆତ୍ମବଳ ଦ୍ୱାରା ଆଗକୁ ବଢିବାରେ ସକ୍ଷମ ହେବେ। କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା: କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ହେବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଆତ୍ମବିଶ୍ୱାସ ବଢ଼ିବ।

ତୁଳା:ମିଠା କଥା କହି ଲୋକଙ୍କ ମନ ଜିତିବେ। ଶରୀରରେ ଆଘାତ ଲାଗି ପାରେ ଜଗି ରଖି ଚଳନ୍ତୁ।

ବିଛା: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ।  ଦ୍ୱନ୍ଦ୍ୱ ଭିତରେ ରହିବେ।

ଧନୁ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମାଆ ବାପା ଗୁରୁଙ୍କୁ ପ୍ରଣାମ କରନ୍ତୁ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

ମକର: ଆର୍ଥିକ ସମସ୍ୟା ଦୂର ହୋଇଯିବ। ବ୍ୟସ୍ତତା ଭିତରେ ଦିନଟି କଟିବ। ଅପରାହ୍ଣ ପରେ ଅଳସୁଆ ଅନୁଭବ କରିବେ।

କୁମ୍ଭ: ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଜଳାଶୟ ଠାରୁ ଦୂରେଇ ରୁହନ୍ତୁ।

ମୀନ: ପରିଶ୍ରମ  ଅନୁସାରେ ଫଳ ମିଳିବ। ଘର ପାଇଁ ନୂତନ  ଜିନିଷ କିଣି ଖର୍ଚ୍ଚାନ୍ତ ହେବେ। ମନ ବିଚଳିତ ରହିବ।

 

The post ୬ ଅଗଷ୍ଟ, ଗୁରୁବାର: ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ appeared first on Odisha Reporter.



from Odisha Reporter https://ift.tt/2DGPsmN

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages