ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଆଦିତ୍ୟଙ୍କ ପତ୍ନୀ ବିଦ୍ୟାଶ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, August 28, 2020

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଆଦିତ୍ୟଙ୍କ ପତ୍ନୀ ବିଦ୍ୟାଶ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ବହୁ ଚର୍ଚ୍ଚିତ ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ତାଙ୍କ ବାପା, ମାଆ ଓ ପତ୍ନୀ ବିଦ୍ୟାଶ୍ରୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏହି ମାମଲାର ସିବିଆଇ ତଦନ୍ତ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି।

ସୂଚନାଯୋଗ୍ୟ, ସମାଜସେବୀ ଆଦିତ୍ୟ ଦାଶ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି, ଏହାକୁ ନେଇ ଲାଗି ରହିଛି ସସପେନ୍ସ।  ଏହାର ଖିଅ ଖୋଜିବା ପାଇଁ କ୍ରାଇମ୍‌ବ୍ରାଞ୍ଚ ଗୁଡ଼ାଇ ତୁଡ଼ାଇ ଘଟଣାର ତଦନ୍ତ କରୁଛି। ଏହି ମାମଲାରେ ଗତକାଲି ଆଦିତ୍ୟଙ୍କ ପତ୍ନୀ ବିଦ୍ୟାଶ୍ରୀଙ୍କ ଲାଇ ଡିଟେକ୍ସନ ଟେଷ୍ଟ କରାଯାଇଥିବା ବେଳେ ଆଜି ଆଦିତ୍ୟଙ୍କ ୩ ସହଯୋଗୀ  ପପୁ, ବିକାଶ, ଦୀପୁଙ୍କର ଏହି ଟେଷ୍ଟ ଆଜି  ଆରମ୍ଭ ହୋଇଯାଇଛି। ଭୁବନେଶ୍ୱର ଫରେନସିକ୍ ଲ୍ୟାବରେ ସେମାନଙ୍କର ଲାଇ ଡିଟେକ୍ସନ ଟେଷ୍ଟ ଚାଲିଛି।

The post ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଆଦିତ୍ୟଙ୍କ ପତ୍ନୀ ବିଦ୍ୟାଶ୍ରୀ appeared first on Odisha Reporter.



from Odisha Reporter https://ift.tt/32yycsP

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages