ରାଜ୍ୟରେ ୮ ଜୀବନ ନେଲା କରୋନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 27, 2020

ରାଜ୍ୟରେ ୮ ଜୀବନ ନେଲା କରୋନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ଯୋଗୁ ଆଉ ୮ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୫୬ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଗଞ୍ଜାମ ଓ ଖୋର୍ଦ୍ଧାରୁ ସର୍ବାଧିକ ୨ ଜଣ ଲେଖାଏଁ କରୋନାରେ ଆଖି ବୁଜିଛନ୍ତି। ରାୟଗଡ଼ା, ବଲାଙ୍ଗିର, ବରଗଡ଼ ଓ ଭଦ୍ରକରୁ ଜଣେ ଲେଖାଏଁ ମୃତ।
ଗଞ୍ଜାମର ୪୫ ବର୍ଷୀୟ ପୁରୁଷ, ୫୫ ବର୍ଷୀୟ ମହିଳାଙ୍କ ମୃତ୍ୟୁ। ଖୋର୍ଦ୍ଧାର ୨ ମୃତକ ଭୁବନେଶ୍ୱରର ୬୫ ଓ ୫୬ ବର୍ଷୀୟ ପୁରୁଷ। ରାୟଗଡ଼ାରେ ୬୦ ବର୍ଷୀୟ , ବଲାଙ୍ଗିରର ୪୦, ଭଦ୍ରକର ୬୨ ବର୍ଷୀୟ ପୁରୁଷ ମୃତ । ସେମାନଙ୍କ ବ୍ୟତୀତ ବରଗଡ଼ରେ ଜଣେ ୬୧ ବର୍ଷୀୟା ମହିଳାଙ୍କ ମୃତ୍ୟୁ ହୋଇଛି।

The post ରାଜ୍ୟରେ ୮ ଜୀବନ ନେଲା କରୋନା appeared first on Odisha Reporter.



from Odisha Reporter https://ift.tt/2YIDdOl

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages