ଗର୍ଭବତୀ ସ୍ତ୍ରୀକୁ ପିଟି ପିଟି ମାରିଦେଲା ସ୍ୱାମୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, August 4, 2020

ଗର୍ଭବତୀ ସ୍ତ୍ରୀକୁ ପିଟି ପିଟି ମାରିଦେଲା ସ୍ୱାମୀ

ବଲାଙ୍ଗିର(ମନୋରଞ୍ଜନ ଯୋଶୀ): ବଲାଙ୍ଗିର ଜିଲ୍ଲା ରାଧାରାଣୀପଡ଼ାରେ ଜଣେ ଗର୍ଭବତୀ ମହିଳାଙ୍କୁ ତାଙ୍କ ସ୍ୱାମୀ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ମହିଳାଜଣଙ୍କ ହେଲେ ଆନନ୍ଦିନୀ ବାରିକ। ଅଭିଯୁକ୍ତ ସ୍ୱାମୀ ମୋତିଲାଲ ବାରିକଙ୍କୁ ପୁଲିସ୍ ଅଟକ ରଖି ପଚରାଉଚରା କରୁଛି।

ମିଳିଥିବା ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ କୌଣସି କଥାକୁ ବଚସା ହୋଇଥିଲା। ଏଥିରେ ମୋତିଲାଲ ରାଗି ଯାଇ ଆନନ୍ଦିନୀଙ୍କୁ ପିଟିପିଟି ହତ୍ୟା କରିଥିଲେ। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି। ପାରିବାରିକ କଳହକୁ କେନ୍ଦ୍ରକରି ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି।

The post ଗର୍ଭବତୀ ସ୍ତ୍ରୀକୁ ପିଟି ପିଟି ମାରିଦେଲା ସ୍ୱାମୀ appeared first on Odisha Reporter.



from Odisha Reporter https://ift.tt/2Ptswdm

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages