ରାଜ୍ୟରେ କରୋନାରେ ଗଲା ଆଉ ୧୪ ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, August 9, 2020

ରାଜ୍ୟରେ କରୋନାରେ ଗଲା ଆଉ ୧୪ ଜୀବନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୪ଟି ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୮୬ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଏହି ୧୪ ଜଣଙ୍କ ମଧ୍ୟରୁ ୬ ଜଣ ଗଞ୍ଜାମର ହୋଇଥିବା ବେଳେ ୩ ଜଣ ଖୋର୍ଦ୍ଧାର ଓ ୩ ଜଣ ନୟାଗଡ଼ର। ସେହିପରି ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି।


ଏହା ସହିତ ଗଞ୍ଜାମ ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୩୭ରେ ପହଞ୍ଚିଥିବା ବେଳେ ଖୋର୍ଦ୍ଧାରେ ୩୮, ନୟାଗଡ଼ରେ ୮, ରାୟଗଡ଼ାରେ ୧୧ ଓ ସୁନ୍ଦରଗଡ଼ରେ ୧୮ରେ ପହଞ୍ଚିଯାଇଛି।

The post ରାଜ୍ୟରେ କରୋନାରେ ଗଲା ଆଉ ୧୪ ଜୀବନ appeared first on Odisha Reporter.



from Odisha Reporter https://ift.tt/33K7mA8

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages