ରାଜ୍ୟରେ ଆଉ ୩୨୫୨ କରୋନା ଆକ୍ରାନ୍ତ ଚିହ୍ନଟ; ଖୋର୍ଦ୍ଧାରେ ଗୋଟିଏ ଦିନରେ ୭୦୦ ଟପିଲା, ଦ୍ୱିତୀୟରେ ରାୟଗଡ଼ା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, August 28, 2020

ରାଜ୍ୟରେ ଆଉ ୩୨୫୨ କରୋନା ଆକ୍ରାନ୍ତ ଚିହ୍ନଟ; ଖୋର୍ଦ୍ଧାରେ ଗୋଟିଏ ଦିନରେ ୭୦୦ ଟପିଲା, ଦ୍ୱିତୀୟରେ ରାୟଗଡ଼ା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୩୨୫୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୭,୯୨୦ରେ ପହଞ୍ଚି ଯାଇଛି।

ଏହି ୩୨୫୨ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୭୬୨ ଜଣ ଅଛନ୍ତି। ସେହିପରି ରାୟଗଡ଼ାରେ ୪୫୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି କଟକରୁ ୩୨୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

The post ରାଜ୍ୟରେ ଆଉ ୩୨୫୨ କରୋନା ଆକ୍ରାନ୍ତ ଚିହ୍ନଟ; ଖୋର୍ଦ୍ଧାରେ ଗୋଟିଏ ଦିନରେ ୭୦୦ ଟପିଲା, ଦ୍ୱିତୀୟରେ ରାୟଗଡ଼ା appeared first on Odisha Reporter.



from Odisha Reporter https://ift.tt/3jqS0Fy

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages