ରାଜ୍ୟରେ କରୋନା ନେଲା ଆଉ ୧୦ ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, August 16, 2020

ରାଜ୍ୟରେ କରୋନା ନେଲା ଆଉ ୧୦ ଜୀବନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ଆଉ ୧୦ ଜଣଙ୍କ ଜୀବନ ନେଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୫୩ରେ ପହଞ୍ଚି ଯାଇଛି।

୧୦ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪ ଜଣ ହୋଇଥିବା ବେଳେ ବେଳେ ସୁନ୍ଦରଗଡ଼, ପୁରୀ, ରାୟଗଡ଼ା, ଗଞ୍ଜାମ, କଟକ ଓ ବରଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


୪ ନୂଆ ମୃତ୍ୟୁ ସହିତ ଖୋର୍ଦ୍ଧା ଜିଲ୍ଲାରେ କରୋନାଜନିତ ମୃତ୍ୟୁସଂଖ୍ୟା ୪୮ରେ ପହଞ୍ଚିଯାଇଛି। ସେହିପରି ସୁନ୍ଦରଗଡ଼ରେ ମୃତ୍ୟୁ ସଂଖ୍ୟା ୨୨ରେ ପହଞ୍ଚିଥିବା ବେଳେ ପୁରୀରେ ୯, ରାୟଗଡ଼ାରେ ୧୫, ଗଞ୍ଜାମରେ ୧୫୫, କଟକରେ ୧୮ ଓ ବରଗଡ଼ରେ ୪ରେ ପହଞ୍ଚିଛି।

 

The post ରାଜ୍ୟରେ କରୋନା ନେଲା ଆଉ ୧୦ ଜୀବନ appeared first on Odisha Reporter.



from Odisha Reporter https://ift.tt/2CBKIPq

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages