ଭଦ୍ରକ ଉପଜିଲ୍ଲାପାଳଙ୍କୁ କରୋନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, August 29, 2020

ଭଦ୍ରକ ଉପଜିଲ୍ଲାପାଳଙ୍କୁ କରୋନା

ଭଦ୍ରକ (ପାର୍ଥ ସାରଥୀ ନାୟକ): ଭଦ୍ରକ ଉପ-ଜିଲ୍ଲାପାଳ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ଭଦ୍ରକ ଜିଲ୍ଲାପାଳ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି।

ବର୍ତ୍ତମାନ ଅତିରିକ୍ତ ଉପଜିଲ୍ଲାପାଳ ମନୋରମା ଭୂୟାଁ ଉପ-ଜିଲ୍ଲାପାଳ ଦାୟିତ୍ୱ ତୁଲାଇବେ। ଆସନ୍ତା ସେପ୍ଟେମ୍ବର ୧୫ ତାରିଖ ଯାଏ ସେ ଏହି ଦାୟିତ୍ୱରେ ରହିବେ।

ସୂଚନାଯୋଗ୍ୟ, ଭଦ୍ରକ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୫୪୫ ପହଞ୍ଚିଛି।  ସେଥିମଧ୍ୟରୁ ୭୫୮ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ୧,୭୭୫ ସୁସ୍ଥ ହୋଇସାରିଛନ୍ତି।

The post ଭଦ୍ରକ ଉପଜିଲ୍ଲାପାଳଙ୍କୁ କରୋନା appeared first on Odisha Reporter.



from Odisha Reporter https://ift.tt/2YKhcyB

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages