ରାଜ୍ୟରେ ଆଖି ବୁଜିଲେ ୧୧ କରୋନା ଆକ୍ରାନ୍ତ, ସଂଖ୍ୟା ଟପିଲା ୫୦୦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, August 31, 2020

ରାଜ୍ୟରେ ଆଖି ବୁଜିଲେ ୧୧ କରୋନା ଆକ୍ରାନ୍ତ, ସଂଖ୍ୟା ଟପିଲା ୫୦୦

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୧ କରୋନା ଆକ୍ରାନ୍ତ ଆଖି ବୁଜିଲେ।  ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା  ୫୦୩ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଏହି ୧୧ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ପୁରୀ ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାବ୍ୟତୀତ କଟକ, ଗଞ୍ଜାମ,  ଜଗତସିଂହପୁର, କନ୍ଧମାଳ ଓ ରାୟଗଡ଼ାରୁ ଜଣେ ଲେଖା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

 

The post ରାଜ୍ୟରେ ଆଖି ବୁଜିଲେ ୧୧ କରୋନା ଆକ୍ରାନ୍ତ, ସଂଖ୍ୟା ଟପିଲା ୫୦୦ appeared first on Odisha Reporter.



from Odisha Reporter https://ift.tt/34NiMUt

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages