ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୦ ଜଣଙ୍କ ଜୀବନ ଗଲା। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୯୨ରେ ପହଞ୍ଚି ଯାଇଛି।
The post ରାଜ୍ୟରେ କରୋନା ନେଲା ଆଉ ୧୦ ଜୀବନ appeared first on Odisha Reporter.
from Odisha Reporter https://ift.tt/2EwAb9f
No comments:
Post a Comment