ଖୋର୍ଦ୍ଧା(ବଳରାମ ଲେଙ୍କା):ଖୋର୍ଦ୍ଧା ଏସ୍ପି ଅଜୟ ପ୍ରତାପ ସ୍ୱାଇଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସ୍ୱାବ୍ ରିପୋର୍ଟ ପଜିଟିଭ ଆସିଥିବା ନେଇ ଖୋଦ ଏସ୍ପି ସୂଚନା ଦେଇଛନ୍ତି ।
ପୂର୍ବରୁ ଜିଲ୍ଲା ପୁଲିସ୍ ମୁଖ୍ୟାଳୟର ଜଣେ ଷ୍ଟାଫ୍ ସଂକ୍ରମିତ ହୋଇଥିଲେ। ସଂପୃକ୍ତ ଷ୍ଟାଫ୍ ସଂକ୍ରମିତ ହେବାରୁ ଅନ୍ୟମାନଙ୍କ ସ୍ୱାବ ନିଆଯାଇଥିଲା। ସ୍ୱାବ୍ ଟେଷ୍ଟରେ ଏସ୍ପିଙ୍କ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡ଼ିଛି। ତେବେ ତାଙ୍କର କିଛି ଲକ୍ଷଣ ନଥିଲା ବୋଲି ସୂଚନା ଦେଇଛନ୍ତି ଏସ୍ପି ।
The post ଖୋର୍ଦ୍ଧା ଏସ୍ପିଙ୍କୁ କରୋନା appeared first on Odisha Reporter.
from Odisha Reporter https://ift.tt/30xC5P5
No comments:
Post a Comment