ରାଜ୍ୟର ୨୯ ଜିଲ୍ଲାରୁ ଚିହ୍ନଟ ହେଲେ ୧୩୪୧ ପଜିଟିଭ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, August 10, 2020

ରାଜ୍ୟର ୨୯ ଜିଲ୍ଲାରୁ ଚିହ୍ନଟ ହେଲେ ୧୩୪୧ ପଜିଟିଭ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୯ ଜିଲ୍ଲାରୁ ୧୩୪୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୮୧୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ୫୨୩ ଟି ହେଉଛି ଲୋକାଲ୍ କେସ୍‌।

ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୮,୭୯୬ରେ ପହଞ୍ଚିଥିବା ବେଳେ ୩୩,୦୨୦ ଜଣ ସୁସ୍ଥ ହୋଇ ସାରିଲେଣି। ଏହାବ୍ୟତୀତ ୧୫,୪୨୭ଟି ହେଉଛି ଲୋକାଲ କେସ୍‌।

The post ରାଜ୍ୟର ୨୯ ଜିଲ୍ଲାରୁ ଚିହ୍ନଟ ହେଲେ ୧୩୪୧ ପଜିଟିଭ appeared first on Odisha Reporter.



from Odisha Reporter https://ift.tt/3iqHflW

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages