ରାଜ୍ୟରେ ଆଖି ବୁଜିଲେ ୧୦ କରୋନା ଆକ୍ରାନ୍ତ, ସଂଖ୍ୟା ଛୁଇଁଲା ୩୯୦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 20, 2020

ରାଜ୍ୟରେ ଆଖି ବୁଜିଲେ ୧୦ କରୋନା ଆକ୍ରାନ୍ତ, ସଂଖ୍ୟା ଛୁଇଁଲା ୩୯୦

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ଯୋଗୁ ଆଉ ୧୦ ଜଣଙ୍କ ଜୀବନ ଯାଇଛି। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୦ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଗଞ୍ଜାମ ଜିଲ୍ଲାରେ ୪ କରୋନା ଆକ୍ରାନ୍ତ ଆଖି ବୁଜିଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରେ ୨ ଜଣ ପ୍ରାଣ ହରାଇଛନ୍ତି। ଏହାବ୍ୟତୀତ ଅନୁଗୋଳ, କୋରାପୁଟ, ନୟାଗଡ଼ ଓ ସୁବର୍ଣ୍ଣପୁରରୁ ଜଣେ ଲେଖା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

The post ରାଜ୍ୟରେ ଆଖି ବୁଜିଲେ ୧୦ କରୋନା ଆକ୍ରାନ୍ତ, ସଂଖ୍ୟା ଛୁଇଁଲା ୩୯୦ appeared first on Odisha Reporter.



from Odisha Reporter https://ift.tt/2YnLqHw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages