କୋଟିପତି ଡିଏଫଓ ଗିରଫ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, August 11, 2020

କୋଟିପତି ଡିଏଫଓ ଗିରଫ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହେଲେ ଚିଲିକା ଡିଏଫଓ ଆଲୋକ ରଞ୍ଜନ ହୋତା ଗିରଫ । ଆଲୋକଙ୍କ ନିକଟରୁ ଭିଜିଲାନ୍ସ କୋଟିଏରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ କରିଥିବା ସୂଚନା ମିଳିଛି।

ଗତକାଲି ଆଲୋକଙ୍କ  ଭୁବନେଶ୍ୱର ଘର ସମେତ  ୫ଟି ସ୍ଥାନରେ ଭିଜିଲାନ୍ସ ରେଡ କରି ତାଙ୍କ ଆୟ ବର୍ହିଭୂତ ସମ୍ପତ୍ତି ସମ୍ପର୍କରେ ଟେର ପାଇପାରିଥିଲା। ଏହାପରେ ତାଙ୍କୁ ଗିରଫ କରାଯାଇଥିବା ଜଣାଯାଇଛି।

The post କୋଟିପତି ଡିଏଫଓ ଗିରଫ appeared first on Odisha Reporter.



from Odisha Reporter https://ift.tt/33IsWFk

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages