୨୧ରୁ +୨ ଆଡମିଶନ ପାଇଁ ଆବେଦନ, କମିଲା ଫି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, August 12, 2020

୨୧ରୁ +୨ ଆଡମିଶନ ପାଇଁ ଆବେଦନ, କମିଲା ଫି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଆସନ୍ତା ୨୧ ତାରିଖରୁ +୨ ଆଡମିଶନ ପାଇଁ ଆବେଦନ କରିହେବ । ଏଥିନିମନ୍ତେ ଅଗଷ୍ଟ ୨୧ରୁ ସେପ୍ଟେମ୍ବର ୪ ତାରିଖ ପର୍ଯ୍ୟନ୍ତ ସମୟ ଧାର୍ଯ୍ୟ କରାଯାଇଛି। ଏନେଇ ସ୍କୁଲ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ସୂଚନା ଦେଇଛନ୍ତି।

ଚଳିତ ବର୍ଷ କରୋନା ମହାମାରୀ ପାଇଁ ମୁଖ୍ୟମନ୍ତ୍ରୀ ଆବେଦନ ଫି କମାଇଥିବା କହିଲେ ମନ୍ତ୍ରୀ।  ଛାତ୍ରଛାତ୍ରୀ ସାମ୍ସ ସେଣ୍ଟର ଜରିଆରେ ଅନଲାଇନରେ ଆବେଦନ କରିପାରିବେ।   ଚଳିତ ବର୍ଷ ସାଧାରଣ ବର୍ଗ ପିଲାଙ୍କ ପାଇଁ ଆବେଦନ ଫି ୨ଶହ ଟଙ୍କା ରହିଛି।  ଏଥିସହ SC/ST ପିଲାଙ୍କ ପାଇଁ ଆବେଦନ ଫି ୧୦୦ ଟଙ୍କା ରଖାଯାଇଛି।  ସେପ୍ଟେମ୍ବର ୯ରେ ମେରିଟ ଲିଷ୍ଟ ପ୍ରକାଶ ପାଇବ ବୋଲି  କହିଛନ୍ତି ମନ୍ତ୍ରୀ।

ସୂଚନାଯୋଗ୍ୟ, ଆଜି ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ ବାହାରିଛି।

The post ୨୧ରୁ +୨ ଆଡମିଶନ ପାଇଁ ଆବେଦନ, କମିଲା ଫି appeared first on Odisha Reporter.



from Odisha Reporter https://ift.tt/2DYIPwE

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages