ବଦଳିଲେ ଖୋର୍ଦ୍ଧା ଜିଲ୍ଲାପାଳ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, August 3, 2020

ବଦଳିଲେ ଖୋର୍ଦ୍ଧା ଜିଲ୍ଲାପାଳ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରଶାସନିକ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଖୋର୍ଦ୍ଧା ଜିଲ୍ଲାପାଳ ସୀତାଂଶୁ କୁମାର ରାଉତଙ୍କର  ବ୍ରହ୍ମପୁରର ଅତିରିକ୍ତ ଚକବନ୍ଦୀ କମିଶନର  ଭାବେ ବଦଳି ହୋଇଛି। ତାଙ୍କ ବଦଳି ପରେ ଖୋର୍ଦ୍ଧାର ନୂଆ ଜିଲ୍ଲାପାଳ ହେଲେ ସନତ କୁମାର ମହାନ୍ତି ।

ଏହାବ୍ୟତୀତ ଗଂଜାମ କୋଭିଡ଼ ମ୍ୟାନେଜମେଣ୍ଟର OSD ଭାବେ IAS କୀର୍ତ୍ତି ଭାସାନଙ୍କ ବଦଳି ହୋଇଛି। IAS ଶୁଭଙ୍କର ମହାପାତ୍ର  ବାଲିଗୁଡ଼ା ଉପଜିଲ୍ଲାପାଳ ହୋଇଥିବା ବେଳେ IAS ସୂର୍ଯ୍ୟବଂଶୀ ମୟୂର ବିକାଶ ହେଲେ ସମ୍ବଲପୁରର ନୂଆ ଉପଜିଲ୍ଲାପାଳ। ଗଜପତି କୋଭିଡ଼ ମ୍ୟାନେଜମେଣ୍ଟର OSD ଭାବେ IAS ଜେ. ସୋନାଲଙ୍କ ବଦଳି ହୋଇଛି।

The post ବଦଳିଲେ ଖୋର୍ଦ୍ଧା ଜିଲ୍ଲାପାଳ appeared first on Odisha Reporter.



from Odisha Reporter https://ift.tt/2BRfGm7

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages