ଜେଲ୍‌ରେ କରୋନା; ଆଣ୍ଟିଜେନ୍ ଟେଷ୍ଟ ବେଳେ ୧୭ ପଜିଟିଭ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 6, 2020

ଜେଲ୍‌ରେ କରୋନା; ଆଣ୍ଟିଜେନ୍ ଟେଷ୍ଟ ବେଳେ ୧୭ ପଜିଟିଭ ଚିହ୍ନଟ

ରାଉରକେଲା(ଓଡ଼ିଶା ରିପୋର୍ଟର): ଜେଲ୍‌ରେ କାୟା ବିସ୍ତାର କରୁଛି କରୋନା । ରାଉରକେଲା ସ୍ୱତନ୍ତ୍ର ଜେଲ୍‌ର ୧୭ ଜଣ ଅନ୍ତେବାସୀ କରୋନା ପଜିଟିଭ  ଚିହ୍ନଟ ହୋଇଛନ୍ତି। କରୋନା ପଜିଟିଭ ବାହାରିଥିବା ସମସ୍ତ ଅନ୍ତେବାସୀଙ୍କୁ ରାଉରକେଲା କୋଭିଡ୍ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି । ଜେଲ୍‌ର  ବିଭିନ୍ନ ଓ୍ୱାର୍ଡକୁ ବିଶୋଧନ କରାଯାଉଛି।

ଗୁରୁବାର ଆଣ୍ଟିଜେନ୍ ଟେଷ୍ଟରେ ସୁନ୍ଦରଗଡ଼ ଜିଲ୍ଲାର ୮୬ ଜଣ କରୋନା ଆକ୍ରାନ୍ତ  ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଭିତରେ ସ୍ୱତନ୍ତ୍ର ଜେଲ୍‌ର ୧୭ ଅନ୍ତେବାସୀ ଅଛନ୍ତି  ।  ସୁନ୍ଦରଗଡ଼ ଜିଲ୍ଲାପାଳ ଟ୍ୱିଟ କରି ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି।   ଜେଲ୍‌ରୁ ଏତେ ସଂଖ୍ୟକ ପଜିଟିଭ ବାହାରିବା  ଜେଲ୍ କର୍ତ୍ତୃପକ୍ଷଙ୍କ ପାଇଁ ଚିନ୍ତାର ବିଷୟ ପାଲଟିଛି ।

The post ଜେଲ୍‌ରେ କରୋନା; ଆଣ୍ଟିଜେନ୍ ଟେଷ୍ଟ ବେଳେ ୧୭ ପଜିଟିଭ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/3kjWz5F

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages