ରାଜ୍ୟରେ କରୋନାରେ ଗଲା ୧୦ ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, August 10, 2020

ରାଜ୍ୟରେ କରୋନାରେ ଗଲା ୧୦ ଜୀବନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୯୬ ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏ ଆକ୍ରାନ୍ତ ଆଖି ବୁଜିଥିବା ବେଳେ ପୁରୀ, ବାଲେଶ୍ୱର, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ଜଣେ ଲେଖା ଆକ୍ରାନ୍ତଙ୍କର କରୋନାରେ ମୃତ୍ୟୁ ହୋଇଛି।

The post ରାଜ୍ୟରେ କରୋନାରେ ଗଲା ୧୦ ଜୀବନ appeared first on Odisha Reporter.



from Odisha Reporter https://ift.tt/3fNDo0s

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages