ରାଜ୍ୟରେ ଦିନକରେ ୧୬୯୯ ଆକ୍ରାନ୍ତ ଚିହ୍ନଟ, ୪୦ ହଜାର ଟପିଲା ସଂଖ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 6, 2020

ରାଜ୍ୟରେ ଦିନକରେ ୧୬୯୯ ଆକ୍ରାନ୍ତ ଚିହ୍ନଟ, ୪୦ ହଜାର ଟପିଲା ସଂଖ୍ୟା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ୨୯ ଜିଲ୍ଲାରୁ ନୂଆ ୧୬୯୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୦୭୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ୬୨୬ ହେଉଛି ଲୋକାଲ୍ କେସ୍‌।

ରାଜ୍ୟରେ ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ଆକ୍ରାନ୍ତ ୨୬୮ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରେ ୨୨୦, ସୁନ୍ଦରଗଡ଼ ଜିଲ୍ଲାରେ ୧୭୮, କଟକରେ  ୧୦୫, ସମ୍ବଲପୁର ୧୦୧, ବରଗଡ଼ରେ ୮୧, କନ୍ଧମାଳ ଜିଲ୍ଲାରେ ୭୪, ଭଦ୍ରକରେ ୬୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୪୦,୭୧୭ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୨୫, ୭୩୭ ଜଣ ସୁସ୍ଥ ହୋଇ ସାରିଲେଣି। ଏବେ ରାଜ୍ୟରେ ୧୪,୭୦୦ ଆକ୍ଟିଭ କେସ୍‌ ରହିଛି।

The post ରାଜ୍ୟରେ ଦିନକରେ ୧୬୯୯ ଆକ୍ରାନ୍ତ ଚିହ୍ନଟ, ୪୦ ହଜାର ଟପିଲା ସଂଖ୍ୟା appeared first on Odisha Reporter.



from Odisha Reporter https://ift.tt/31mJsI9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages